ଏକୁଟିଆ ନବବଧୂଟିଏ
ନନ୍ଦକିଶୋର ବଳ
୧୮୭୫–୧୯୨୮
- ସଂକଳନ: ବସନ୍ତ କୋକିଳ
- ପଢ଼ିବା ସମୟ
- ୧ ମିନିଟ୍
- ଶବ୍ଦ
- ୨୦
- ସ୍ଥିତି
- ସାର୍ବଜନୀନ (Public domain)
ଥରୁଥରୁ ହୁଏ ଜାଡ଼େ ପଥୁ ଘୁଞ୍ଚି ହୁଏ ଆଡ଼େ !ମୁଁ ଆଡ଼ ହୁଅନ୍ତେ ପାଦେ ବାଜି ଲାଜକୁଳୀବ୍ରୀଡ଼ାବତୀ ସେ ବ୍ରତତୀ ପଡ଼ିଲା ଝାଉଁଳି !
ସମ୍ବନ୍ଧିତ ରଚନା
ଜରା-ମରଣ
ନନ୍ଦକିଶୋର ବଳ
ତୀର୍ଥ ଯାତ୍ରା
ନନ୍ଦକିଶୋର ବଳ