କର୍ମଗୁଣ
ଗଙ୍ଗାଧର ମେହେର
ସ୍ୱଭାବ କବି · ୧୮୬୨–୧୯୨୪ · ରାଧାନାଥ ଯୁଗ
- ସଂକଳନ: ଅର୍ଘ୍ୟଥାଳୀ
- ପଢ଼ିବା ସମୟ
- ୧ ମିନିଟ୍
- ଶବ୍ଦ
- ୪୩
- ସ୍ଥିତି
- ସାର୍ବଜନୀନ (Public domain)
ଉଚ୍ଚ ସେହୁ ଉଚ୍ଚ କର୍ମ କରେ ଯେଉଁ ଜନ,କରମ ନିମନ୍ତେ ନାହିଁ ବଂଶ ପ୍ରୟୋଜନ ।ନୀଚ ହୋଇ କରେ ଯେବେ ଉତ୍ତମ କରମ,ତା ଚରଣ ଉଚ୍ଚ ସେବେ ସଂସାର ଧରମ ।କର୍ମ ଯୋଗୁଁ ଲୌହ ଆସି ରହେ ସମାଦରେ,ଶୋଭିତ ହେବାକୁ ସ୍ୱର୍ଣ୍ଣ ଲାଗେ ତା’ ପାଦରେ ।[୧୯୧୭ ଅକ୍ଟୋବର, ଉତ୍କଳ ସାହିତ୍ୟ]
ସମ୍ବନ୍ଧିତ ରଚନା
ସୂର୍ଯ୍ୟ ପ୍ରତି ଦୀପ
ଗଙ୍ଗାଧର ମେହେର
ତାରା-ସୂର୍ଯ୍ୟ
ଗଙ୍ଗାଧର ମେହେର